ବିଶେଷ ଖବର ଟ୍ରେନ୍ ଦୁର୍ଘଟଣାରେ ଉଦ୍ଧାର ହେଲା ୨୬୧ ମୃତଦେହ, ଘଟଣାସ୍ଥଳରେ ପହଞ୍ଚିଲେ ପିଏମ ମୋଦୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦୀ ବାଲେଶ୍ଵରରେ ପହଞ୍ଚିଥିଲେ। ଏହି ସମୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…