ଅପରାଧ ଧାନ ବିକ୍ରି କରି ଠକେଇର ଶିକାର ହେଲେ ଚାଷୀ: ୪ ଲକ୍ଷ ଟଙ୍କାର ଧାନ ନେଇ ବେପାରୀ ଫେରାର କନ୍ଦର୍ପ ବେହେରା ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ଅର୍ନ୍ତଗତ ବଡ଼ମାଳ ଅଞ୍ଚଳର ୮ ଜଣ ଚାଷୀ ଠକାମୀର ଶିକାର ହୋଇଥିବା ଅଭିଯୋଗ ହୋଇଛି। ୪ ଲକ୍ଷ…