ଆଜିର ଖବର ଖୋର୍ଦ୍ଧା: ଡଃ ଵି.ଆର.ଆମ୍ଵେଦକରଙ୍କ ୧୩୩ ତମ ଜୟନ୍ତୀ ଉତ୍ସବ ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳ ଙ୍କ ସଦ୍ଭାବନା ଗୃହ ରେ ଡଃ ଵି ଇର ଆମ୍ବେଦକର ଙ୍କ ଜୟନ୍ତୀ ଉତ୍ସବରେ ମହା ସମାରୋହରେ ପାଳିତ ହୋଇଯାଇଛି।…