ଆଜିର ଖବର ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ବିଡ଼ିଓ କଲୋନୀରେ ଗୁରୁଦିବସ ପାଳନ ଅବସରରେ ପ୍ରତିଭା ସମ୍ମାନ ସମାରୋହ ଭୁବନେଶ୍ୱର : ଆଜି ୧୩୫ ତମ ଗୁରୁଦିବସ ଅବସରରେ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପ୍ରାଙ୍ଗଣରେ ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଜନ୍ମଜୟନ୍ତୀ ପାଳନ…