ଆଜିର ଖବର କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନରଙ୍କ ସମୀକ୍ଷା ବୈଠକ: ତ୍ୱରିତ ସେବା ପ୍ରଦାନ ନିମନ୍ତେ ଅଧିକାରୀମାନଙ୍କୁ ପରାମର୍ଶ ଭୁବନେଶ୍ୱର: କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଡଃ ସୁରେଶ ଚନ୍ଦ୍ର ଦଳାଇଙ୍କ ଅଧ୍ୟକ୍ଷତାରେ ଖୋରଧା ଜିଲ୍ଲାର ରାଜସ୍ୱ ସେବା ସଂପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ସର୍କିଟ…