ଅପରାଧ ଡକାୟତି ଉଦ୍ୟମ ପଣ୍ଡ: ୫ କୁଖ୍ୟାତ ଡକାୟତଙ୍କୁ ଗିରଫ କଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ ଖୋର୍ଦ୍ଧା: ଲକଡାଉନ ସମୟରେ ଡକାୟତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଖୋର୍ଦ୍ଧା ଅଞ୍ଚଳରେ ପ୍ରତ୍ୟେକ ଦିନ କେଉଁଠି ନା କେଉଁଠି ଡକାୟତୀ ଖବର ଶୁଣିବାକୁ ମିଳୁଛି। ସେପଟେ…