ଆଜିର ଖବର କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାରଙ୍କ ଓଡ଼ିଶା ଗସ୍ତ ଭୁବନେଶ୍ବର: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ଭୁବନେଶ୍ୱର ଠାରେ ଆର୍ଗସ ଓଡ଼ିଶା ସ୍ୱାସ୍ଥ୍ୟ ସଂଯୋଗ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…