ଅନ୍ତରାଷ୍ଟ୍ରୀୟ ଇରାନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇସଲାମିକ ଗଣରାଜ୍ୟ ଇରାନର ରାଷ୍ଟ୍ରପତି ଡକ୍ଟର ମାସୁଦ ପେଜେଶକିୟାନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି। ରାଷ୍ଟ୍ରପତି ପେଜେଶକିୟାନ ପ୍ରଧାନମନ୍ତ୍ରୀଙ୍କୁ ପଶ୍ଚିମ ଏସିଆର…