ଆଜିର ଖବର ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି। ନିକଟରେ ଡକ୍ଟର ମହାପାତ୍ରଙ୍କୁ…