ବିଶେଷ ଖବର ସମ୍ବଲପୁରରୁ ପାଣିପାଗ ଉପରେ ନଜର ରଖିବ ‘ମେକ୍ ଇନ୍ ଇଣ୍ଡିଆ’ ଡପ୍ଲର ରାଡାର୍ ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଆଜି ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ…