ଆଞ୍ଚଳିକ ବାଣପୁର: ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ଡ଼ଃ ମୃତ୍ୟୁଞ୍ଜୟ ଶତପଥୀଙ୍କ ଦ୍ୱାଦଶାହରେ ସ୍ମୃତିଚାରଣ ସଭା ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ମାଟିର ଜଣେ କୃତି ସନ୍ତାନ ଗୋଦାବରୀଶ ମହାବିଦ୍ୟାଳୟର ପ୍ରାକ୍ତନ ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପକ ତଥା ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟରେ ଅଧ୍ୟକ୍ଷ…