ଆଜିର ଖବର ଇଥିଓପିଆରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ ଦିଲ୍ଲୀ: ଇଥିଓପିଆ ପ୍ରଥମ ଦ୍ୱିପାକ୍ଷିକ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଡିସ ଆବାବାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଇଥିଓପିଆର ପ୍ରଧାନମନ୍ତ୍ରୀ ଡ଼ା. ଆବି ଅହମ୍ମଦ…