ଆଜିର ଖବର ଡ଼କ୍ଟର ଉପାଧିରେ ସମ୍ମାନିତ ହେଲେ ଚାନ୍ଦବାଲି ବିଧାୟକ ଡ଼.ବ୍ୟମୋକେଶ ରାୟ ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପାଳୁଛି ୫୦ ତମ ସମାବର୍ତ୍ତନ ଉତ୍ସବ। ଏହି ଅବସରରେ ଆଜି ପ୍ରଥମ ଦିନରେ ପାଳିତ ହୋଇଛି ଉପାଧି ବିତରଣ ଉତ୍ସବ। ଏହି ଉତ୍ସବରେ…