ଆଜିର ଖବର ଆଉ ନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ, ୮୦ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ ଭୁବନେଶ୍ଵର: ଆଜି ଏକ ଦୁଃଖଦ ଖବର ଶୁଣିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଥିବା ଖବର…