ଆଜିର ଖବର ଦିଲ୍ଲୀ ସରକାରଙ୍କ ବଡ ନିଷ୍ପତ୍ତି: ଅନଲାଇନ ଦ୍ଵାରା ପାଇପାରିବେ ଡାକ୍ତରଖାନାରେ ଶଯ୍ୟା ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ କ୍ୟାବିନେଟ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସରକାର ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି…