ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ବଡ ପଦକ୍ଷେପ, ୧୨୮ ଜଣ ଡାକ୍ତରଙ୍କ ଉପରେ ନେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ବର: ଦୀର୍ଘଦିନ ଧରି ଡାକ୍ତରଖାନା ନଆସି, ରୋଗୀ ସେବାରୁ ବିରତ ରହୁଥିବା ଡାକ୍ତର ମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…