ରାଜ୍ୟ ଖବର ଆଇଡିଏ ଓଡ଼ିଶା ଶାଖାର ସାଧାରଣ ସମ୍ପାଦକ ଭାବେ ସୋଆ ଅଧ୍ୟାପକ ଡାକ୍ତର ରାଧା ପ୍ରସନ୍ନ ଦଳାଇ ନିର୍ବାଚିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ୍ ସାଇନ୍ସେସ୍ (ଆଇଡିଏସ୍)ର ଅଧ୍ୟାପକ ଡାକ୍ତର ରାଧା ପ୍ରସନ୍ନ ଦଳାଇ ଇଣ୍ଡିଆନ୍ ଡେଣ୍ଟାଲ୍ ଆସୋସିଏସନ୍…