ଡାକ ଲଫାପା ଉନ୍ମୋଚନ

ଭୁବନେଶ୍ୱର: ‘ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ’ ଉପଲକ୍ଷେ ଓଡ଼ିଶା ଡାକ ପରିମଣ୍ଡଳ ଦ୍ୱାରା ଆଜି ଏକ ସ୍ୱତନ୍ତ୍ର ଲଫାପା ଉନ୍ମୋଚିତ ହୋଇଛି। ଭୁବନେଶ୍ୱର ସ୍ଥିତ ଓଡ଼ିଶା ପରିମଣ୍ଡଳର ସିପିଏମଜି…