ଜାତୀୟ ଖବର କେନ୍ଦ୍ରର ବଡ ପଦକ୍ଷେପ: ଏଣିକି ୨୪୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କାରେ ଡିଏପି ବସ୍ତା କିଣିପାରିବେ ଚାଷୀ ନୂଆଦିଲ୍ଲୀ: ସାର ଦର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ସାର ଦର ଉପରେ ଏକ ବିସ୍ତୃତ ଉପସ୍ଥାପନା ତାଙ୍କ…