ଆଜିର ଖବର କାନିମୋଝିଙ୍କୁ ବଡ ଆଶସ୍ତି, ତାଙ୍କ ବିରୋଧରେ ହୋଇଥିବା ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: ଡିଏମକେ ସାଂସଦ କାନିମୋଝି ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ଵସ୍ତି ପାଇଛନ୍ତି। ୨୦୧୯ ଲୋକସଭା ନିର୍ବାଚନରେ ତୁତିକୋରିନ ଆସନରୁ ତାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରୁଥିବା ଆବେଦନକୁ ସୁପ୍ରିମକୋର୍ଟ…