ଅପରାଧ ଚିଲିକା: ଏଥର ନିୟମ ନମାନିଲେ ଡିଜେ ବଜାଳିଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ, ଏସଡିପିଓ ଦେଲେ ସଂକେତ ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ଅଞ୍ଚଳରେ ମୂର୍ତ୍ତି ବିସର୍ଜନ, ପର୍ବପର୍ବାଣି, ରାଲି, ବିବାହ, ବ୍ରତଘରେ ଆଦି ଡ଼ିଜେ ଜୋରସୋରରେ ବାଜୁଥିବା ବେଳେ…