ଆଜିର ଖବର ରାଜ୍ୟ ସରକାରମାନଙ୍କୁ ଦୁଇଟି କିସ୍ତିରେ ୧ ଲକ୍ଷରୁ ଉର୍ଦ୍ଧ୍ଵ କୋଟିର ଟିକସ ହସ୍ତାନ୍ତର, ଓଡିଶାକୁ କେତେ? ନୂଆଦିଲ୍ଲୀ/ଭୁବନେଶ୍ବର: ରାଜ୍ୟ ସରକାରମାନଙ୍କୁ ଟିକସ ହସ୍ତାନ୍ତର (ଡିଭୋଲ୍ୟୁସନ)ର ଦୁଇଟି କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର। ସ୍ୱାଭାବିକ ମାସିକ ଟିକସ ହସ୍ତାନ୍ତର ପରିମାଣ ୫୮,୩୩୨.୮୬ କୋଟି ଟଙ୍କା…