ଆଜିର ଖବର ଏନସିଇଆରଟିକୁ ଡିମଡ୍ ଟୁ ବି ୟୁନିଭର୍ସିଟିର ମାନ୍ୟତା: କେନ୍ଦ୍ର ମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ଠାରେ ଜାତୀୟ ଶିକ୍ଷା ଅନୁସନ୍ଧାନ ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି)ର…