ଆଞ୍ଚଳିକ ଚିଲିକା ବ୍ଲକ୍ ର ଡୁଙ୍ଗମାଳ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ଖୋର୍ଦ୍ଧା: ଜିଲ୍ଲାପାଳଙ୍କ ଅଭିନବ ପ୍ରୟାସ। ରାଜ୍ୟ ସରକାରଙ୍କ ତରଫରୁ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ବ୍ଲକ ସ୍ତରରେ ହେଉଥିବା ବେଳେ, ପଞ୍ଚାୟତ ସ୍ତରରେ ସରକାରୀ ଯୋଜନାକୁ ଆହୁରି ଲୋକାଭିମୁଖୀ…