ଆଜିର ଖବର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ଗୁଲାମ ନବୀ ଆଜାଦ: ଏହି ପ୍ରସଙ୍ଗ ଉପରେ ହେଲା ଆଲୋଚନା ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଆଜି ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି। ଡେମୋକ୍ରାଟିକ୍ ଆଜାଦ ପାର୍ଟି (ଡିଏପି) ମୁଖ୍ୟ ଗୁଲାମ ନବୀ…