ଆଜିର ଖବର ପର୍ଯ୍ୟଟନ ବିଭାଗ ସାଂସ୍କୃତିକ ପରିଷଦ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ଭୁବନେଶ୍ୱର: ବିଶ୍ୱ ପର୍ଯ୍ୟଟନ ଦିବସ ପାଳନର ଅବ୍ୟବହତି ପୂର୍ବରୁ ଆଜି ପର୍ଯ୍ୟଟନ ବିଭାଗର ସାଂସ୍କୃତିକ ପରିଷଦ ପକ୍ଷରୁ ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନରେ ରକ୍ତଦାନ ଶିବିର ଆୟୋଜିତ ହୋଇଛି।…