ଆଜିର ଖବର ଖୋର୍ଦ୍ଧା ଡ୍ରଗ ମାଫିଆ ସୋମନାଥ ଭୁଜବଳ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ସମେତ ୬ ଗିରଫ ଖୋର୍ଦ୍ଧା: ଡ୍ରଗ ମାଫିଆ ସୋମନାଥ ଭୁଜବଳ ଓରଫ ପାକୁ ହତ୍ୟାକାଣ୍ଡର ଆଜି ପର୍ଦ୍ଦାଫାସ କରିଛି ଖୋର୍ଦ୍ଧା ପୋଲିସ। ଏହି ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଡ୍ରଗ୍ସ ଓ ଖଣି ମାଫିଆ…