ଆଜିର ଖବର ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଗଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ଆହତ ଖୋର୍ଦ୍ଧା: ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ବିଲ ଭିତରକୁ ପଶିଯାଇଛି ଏକ ସିମେଣ୍ଟ ବୋଝେଇ ଟ୍ରକ୍। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଆହତ ହୋଇଥିବା ଜଣାପଡ଼ିଛି। ଘଟଣାଟି…