ଆଜିର ଖବର ଜାନୁଆରୀ ୧୮ ରେ ସ୍ୱାମିତ୍ଵ ଯୋଜନା ଅଧୀନରେ ୬୫ ଲକ୍ଷରୁ ଅଧିକ ସମ୍ପତ୍ତି କାର୍ଡ ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୮ ତାରିଖ ଅପରାହ୍ନ ପ୍ରାୟ ୧୨.୩୦ ରେ ୧୦ଟି ରାଜ୍ୟ ଏବଂ ୨ ଟି କେନ୍ଦ୍ର ଶାସିତ ଅଞ୍ଚଳର ୨୩୦ରୁ…