ଆଜିର ଖବର ସୂଚନା ଓ ଲୋକସଂପର୍କ ବିଭାଗ ତରଫରୁ, ଡ. ହରେକଷ୍ଣ ମହତାବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବ ସର୍ବଦା ଓଡ଼ିଶାର ସାମଗି୍ରକ ବିକାଶ କଥା ଚିନ୍ତା କରୁଥିଲେ । କେବଳ…