ଅପରାଧ ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ ଆସିକା: ଗଞ୍ଜାମ ଜିଲ୍ଲା ଆସିକା ବ୍ଲକ ଅନ୍ତର୍ଗତ ଗାଙ୍ଗପୁର ଥାନା ନାହାଡ଼ା ଗାଁରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗଳା କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି।…