ଆଜିର ଖବର ଦୁବାଇର ତାନସିକ୍ କମ୍ପାନିରେ ନିଯୁକ୍ତି ପାଇଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ଶେଷ କରିଥିବା ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନିରେ ନିଯୁକ୍ତି ସୁଯୋଗ ଦିଆଯାଉଛି।…