ଆଜିର ଖବର ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚିହ୍ନର ଇ-ନିଲାମୀରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଝଲକ ନୂଆଦିଲ୍ଲୀ: ଚଳିତ ବର୍ଷର ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚିହ୍ନ ଇ-ନିଲାମୀରେ ଓଡ଼ିଶାର ବିବିଧ ସାଂସ୍କୃତିକ ଐତିହ୍ୟ ପ୍ରମୁଖ ଆକର୍ଷଣ ସାଜିଛି। ଏଥିରେ ରାଜ୍ୟର ଆଧ୍ୟାତ୍ମିକ ପରମ୍ପରା, କଳାତ୍ମକ କାରିଗରୀ, ଚିତ୍ରକଳା,…