ଜାତୀୟ ଖବର ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି।…