ଆଜିର ଖବର ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍-ଆଇଏଲ୍ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ ତିଗିରିଆ/କଟକ: ସ୍ୱଚ୍ଛତା ହିଁ ସେବା ଅଭିଯାନ-୨୦୨୬ର ଅଂଶସ୍ୱରୂପ ଭୁବନେଶ୍ୱରସ୍ଥିତ ବ୍ରିକ୍-ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍ (ବ୍ରିକ୍-ଆଇଏଲ୍ଏସ୍) ପକ୍ଷରୁ ତିଗିରିଆସ୍ଥିତ ଏହାର ତୃତୀୟ କ୍ୟାମ୍ପସ୍ରେ ସ୍ୱଚ୍ଛତା ଅଭିଯାନ ଆୟୋଜିତ…