ତିନିଠାକୁରଙ୍କ ଗଜାନନ ବେଶ

ଭୁବନେଶ୍ବର, ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ରହିଛି । ମହାରାଷ୍ଟ୍ରର ଏକ ବ୍ରାହ୍ମଣ…