ତୀବ୍ର ହେବ ଆନ୍ଦୋଳନ

ଭୁବନେଶ୍ୱର: ରାଜଧାନୀର ରାଜରାସ୍ତାରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ଦିବାରାତ୍ରି ଗଣଧାରଣା ୧୮ ଦିନରେ ପହଞ୍ଚିଛି। ଖୋଲା ଆକଶ…