ତୀର୍ଥ ଯାତ୍ରା ୨୦୨୩-୨୪

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁକୁଲ୍ୟରେ ପର୍ଯ୍ୟଟନ ବିଭାଗ ଦ୍ଵାରା ଅନୁଷ୍ଠିତ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ୨୦୨୩-୨୪ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।…