ଆଞ୍ଚଳିକ ତୁମ୍ବେଶ୍ୱର ମନ୍ଦିର ପ୍ରତିଷ୍ଠା ନିମନ୍ତେ କଳସ ଯାତ୍ରା ଅନୁ୍ଷ୍ଠିତ ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଷଣ୍ଢମୂଳ ସ୍ଥିତ ଶ୍ରୀ ତୁମ୍ବେଶ୍ୱର ଶୈବ ମନ୍ଦିର ନୂତନ ପ୍ରାସାଦ ପ୍ରତିଷ୍ଠା ଓ ବିଶ୍ଵଶାନ୍ତି ମହାଯଜ୍ଞ…