ଆଜିର ଖବର ତୃତୀୟ ଦିନରେ ରଣପୁର ମହୋତ୍ସବ ‘ଅର୍ଜୁନ’: ତୁରୁମା, ମଣିପୁରୀ, କଥକ ଦାଣ୍ଡିଆ ନୃତ୍ୟରେ ବିମୋହିତ ଦର୍ଶକ ରଣପୁର: ରଣପୁର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ନେଇ ସ୍ଥାନୀୟ ମିନି ଷ୍ଟାଡିଅମରେ ଅନୁଷ୍ଠିତ ହେଉଥିବା ରଣପୁର ମହୋତ୍ସବ ଅର୍ଜୁନର ତୃତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇ ଯାଇଛି। …