ଆଜିର ଖବର ତୁର୍କୀ ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତୁର୍କୀର ରାଷ୍ଟ୍ରପତି ଭାବେ ପୁନଃନିର୍ବାଚିତ ହୋଇଥିବା ରେସିପ ତଇପ୍ ଏର୍ଡୋଗାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ତୁର୍କୀ…