ଆଜିର ଖବର ମେଗାଷ୍ଟାର ଚିରଞ୍ଜିବୀଙ୍କୁ ୫୩ତମ ଆଇଏଫଏଫଆଇ ଫିଲ୍ମ ପର୍ସନାଲିଟି ଅଫ୍ ଦି ଇୟର ପୁରସ୍କାର ନୂଆଦିଲ୍ଲୀ: ଚିରଞ୍ଜିବୀ। ଆଜ୍ଞା ହଁ! ୨୦୨୨ ବର୍ଷ ପାଇଁ ୫୩ତମ ଆଇଏଫଏଫଆଇ ଇଣ୍ଡିଆନ୍ ଫିଲ୍ମ ପର୍ସନାଲିଟି ଅଫ୍ ଦି ଇୟର ପୁରସ୍କାର ଅଭିନେତା-ନିର୍ମାତା ମେଗାଷ୍ଟାର ଚିରଞ୍ଜିବୀ କୋନିଡେଲାଙ୍କୁ…