ବିଶେଷ ଖବର ଶେଷ ହେଲା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା, ୧୬ କୋଟିରୁ ଅଧିକ ଟଙ୍କାର କାରବାର ଭୁବନେଶ୍ବର: ଗତ ମାର୍ଚ୍ଚ ୨୮ରୁ ଆରମ୍ଭ ହୋଇଥିବା ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଉଦ୍ଯାପିତ ହୋଇଯାଇଛି। ୧୪ ଦିନ ଧରି ଚାଲିଥିବା ଏହି ମେଳାରେ ପ୍ରାୟ…