ଜାତୀୟ ଖବର ସିବିଏସ୍ଇ ତ୍ରି-ଭାଷା ନୀତିକୁ ନେଇ ସୁପ୍ରିମକୋର୍ଟଙ୍କ ସ୍ପଷ୍ଟୀକରଣ : ତିନୋଟି ଭାଷା ପଢ଼ା ଜାରି ରଖିପାରିବେ ଛାତ୍ରଛାତ୍ରୀ ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ତ୍ରି-ଭାଷା ନୀତିକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱର ଅନ୍ତ ଘଟାଇଛନ୍ତି ସୁପ୍ରିମକୋର୍ଟ। ସର୍ବୋଚ୍ଚ ନ୍ୟାୟାଳୟ ଏହି ନୀତି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ…