ଆଜିର ଖବର ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ ଖୋର୍ଦ୍ଧା: ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ରେ ଚାଲିଥିବା ଖୋର୍ଦ୍ଧା ଜିଲ୍ଲା ଭାରତ ସ୍କାଉଟସ ଗାଇଡ ତ୍ରୀଦିବସୀୟ କାମ୍ପୋରି ଆଜି ସନ୍ଧ୍ୟାରେ ଉଦଯାପିତ ହୋଇ ଯାଇଅଛି।…