ଆଜିର ଖବର ରାଜଧାନୀରେ ବିଶାଳ ଜନଗର୍ଜନ ପାଇକ ସମାବେଶ, ଜାନୁୟାରୀ ୨୪ରେ ଦିଲ୍ଲୀ ଯାତ୍ରା ଭୁବନେଶ୍ୱର: ୧୮୧୭ ମସିହାର ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଘୋଷଣା ଦାବିରେ ଓ ଖୋର୍ଦ୍ଧାରେ ପ୍ରସ୍ତାବିତ ପାଇକ ସ୍ମୃତିସ୍ତମ୍ଭ ନିର୍ମାଣ ଜାଗାକୁ ବିନା ମୂଲ୍ୟରେ…