ଅନ୍ତରାଷ୍ଟ୍ରୀୟ ସିଙ୍ଗାପୁର ରାଷ୍ଟ୍ରପତିଙ୍କ କଳାଭୂମି ପରିଦର୍ଶନ,ଓଡ଼ିଶାର ଖାଦ୍ୟ, କଳା ଓ ହସ୍ତଶିଳ୍ପର କଲେ ପ୍ରଶଂସା ଭୁବନେଶ୍ବର: ସିଙ୍ଗାପୁର ରାଷ୍ଟ୍ରପତି ଶ୍ରୀ ଥରମନ୍ ସନମୁଗରତ୍ନମ୍ ଆଜି ଭୁବନେଶ୍ୱର ସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ କଳାଭୂମିରେ ଦୀର୍ଘ ୪ ଘଣ୍ଟା ସମୟ ବିତାଇ ଓଡ଼ିଶାର କଳା, ହସ୍ତତନ୍ତ…