ଅନ୍ତରାଷ୍ଟ୍ରୀୟ ଥାଇ ରାମାୟଣ ରାମକିୟେନର ମନମୋହକ ପ୍ରଦର୍ଶନ ଦେଖିଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡର ବ୍ୟାଙ୍କକରେ ଥାଇ ରାମାୟଣ, ରାମକିୟେନର ଏକ ସମୃଦ୍ଧ ପ୍ରଦର୍ଶନ ଦେଖିଛନ୍ତି। ଏହି ଅବସରରେ ସେ ଭାରତ ଏବଂ ଥାଇଲ୍ୟାଣ୍ଡ ମଧ୍ୟରେ…