ଆଜିର ଖବର ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଥାର୍ମନ ଶନମୁଗରତ୍ନମଙ୍କ ସହ ସାକ୍ଷାତ କରିଛନ୍ତି। ଭାରତ-ସିଙ୍ଗାପୁର ସହଭାଗୀତା ପ୍ରତି ରାଷ୍ଟ୍ରପତି ଥାର୍ମନଙ୍କ ଉତ୍ସାହପୂର୍ଣ୍ଣ ସହଯୋଗକୁ ପ୍ରଧାନମନ୍ତ୍ରୀ…