ଜାତୀୟ ଖବର ସ୍କିଲ୍ ଦ ନେସନ୍ ଏଆଇ ଚ୍ୟାଲେଞ୍ଜର ଶୁଭାରମ୍ଭ କଲେ ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୧ ଜାନୁଆରୀ, ୨୦୨୬) ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସ୍କିଲ୍ ଦ ନେସନ୍ ଚ୍ୟାଲେଞ୍ଜର ଶୁଭାରମ୍ଭ କରିଛନ୍ତି।…